ଉପକୂଳବର୍ତ୍ତୀ ଜିଲ୍ଲାରେ ଗରମ ସହ ଗୁଳୁଗୁଳି

ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ଆସନ୍ତା ଦୁଇ ଦିନ ଗରମ ସହ ଗୁଳୁଗୁଳି ନେଇ ସତର୍କ ସୂଚନା ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି ହୋଇଛି। ପକୂଳବର୍ତ୍ତୀ ଓ କିଛି ଦକ୍ଷିଣ ଓଡ଼ିଶା ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes