ଉପକୂଳ ସହ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢ଼ିଲା ରାତି ତାପମାତ୍ରା

ସ୍ୱାଭାବିକ ଠାରୁ ୨ରୁ ୫ ଡିଗ୍ରୀ ଯାଏଁ ରାତ୍ରୀ ତାପମାତ୍ରା ବଢ଼ିଛି।

ଆଭ୍ୟନ୍ତରୀଣ ଓଡ଼ିଶାରେ ୩ରୁ ୭ ଡିଗ୍ରୀ ଅଧିକ ତାପମାତ୍ରା ରେକର୍ଡ ହୋଇଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version