ଉପଖଣ୍ଡ ମାନ୍ୟତା ଦାବିରେ ୧୨ ଘଣ୍ଟିଆ ବିନିକା ବନ୍ଦ

ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଳକକୁ ଉପଖଣ୍ଡ ମାନ୍ୟତା ପ୍ରଦାନ ପାଇଁ ଦୀର୍ଘ ବର୍ଷରୁ ଦାବି ହୋଇ ଆସୁଥିବା ବେଳେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି।

ଏହି ବନ୍ଦ ପାଳନରେ ସମସ୍ତ ରାଜନୈତିକ ଦଳର କର୍ମକର୍ତ୍ତା, ବୁଦ୍ଧିଜୀବୀ ତଥା ବିନିକା ବ୍ଳକ ଅଞ୍ଚଳର ସମସ୍ତ ଜନସାଧାରଣ ସାମିଲ ହୋଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes