ସୋନପୁର ଜିଲ୍ଲା ବୀରମହାରାଜପୁର ଉପଜିଲ୍ଲାପାଳ କାର୍ଯ୍ୟାଳୟ ଠାରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ୭୫ ଜନ୍ମ ଦିନ ଅବସରରେ ମା ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପଜିଲ୍ଲାପାଳ ସୁରେନ୍ଦ୍ର ମେହେର ଙ୍କ ନେତୃତ୍ବରେ ଉକ୍ତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।
Credible Local News of Odisha