ଉପଭୋକ୍ତା ବିବାଦ ପ୍ରତିକାର ଆୟୋଗର ପ୍ରଶିକ୍ଷଣ ଶିବିର

ରାଜ୍ୟ ଉପଭୋକ୍ତା ବିବାଦ ପ୍ରତିକାର ଆୟୋଗର ନବନିଯୁକ୍ତ ସଦସ୍ୟ ଏବଂ ଜିଲ୍ଲା ଉପଭୋକ୍ତା ବିବାଦ ପ୍ରତିକାର ଆୟୋଗର ନବନିଯୁକ୍ତ ସଭାପତି ଓ ସଦସ୍ୟଙ୍କର ତିନିଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆଜି ଭୁବନେଶ୍ୱରରେ ଆରମ୍ଭ ହୋଇଛି l

ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଆୟୋଗର ସଭାପତି ଜଷ୍ଟିସ ଡିପି ଚୌଧୁରୀ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version