ଉପରାଷ୍ଟ୍ରପତି ନିର୍ବାଚନ: ଏକାଠି ହେଲେ ଓଡ଼ିଶାର ସମସ୍ତ ବିଜେପି ସାଂସଦ

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ କରିବାକୁ ଯିବା ପୂର୍ବରୁ ଏକାଠି ହୋଇଥିଲେ ଓଡ଼ିଶାର ସମସ୍ତ ବିଜେପି ସାଂସଦ। ଏହି ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ କେନ୍ଦ୍ରମନ୍ତ୍ରୀ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes