ଉପ ସ୍ୱାସ୍ଥ୍ୟକେନ୍ଦ୍ରକୁ ଉଦଘାଟନ କଲେ ମନ୍ତ୍ରୀ

ବାଲେଶ୍ଵର ଜିଲ୍ଲା ଖଇରା ବ୍ଲକ ମାଖନପୁର ଠାରେ ଆଜି ନବନିର୍ମିତ ହୋଇଥିବା ଉପ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଅପରାହ୍ନରେ ଉଦଘାଟନ କରିଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version