ଉଫୁଲା ପଞ୍ଚାୟତରେ ବର୍ଦ୍ଧିତ ଭତ୍ତା ବଣ୍ଟନ ଅନୁଷ୍ଠିତ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଉଫୁଲା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଆଜି ସ୍ଥାନୀୟ ସରପଞ୍ଚ ଶ୍ରୀୟା କର୍ମୀ ଙ୍କ ନେତୃତ୍ବରେ ସରକାରଙ୍କ ପକ୍ଷରୁ ବର୍ଦ୍ଧିତ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes