ଉମରକୋଟରେ ୧୨ ଘଣ୍ଟିଆ ବନ୍ଦ ପାଳନ

ଉମରକୋଟ ସଂଗ୍ରାମ ମଞ୍ଚ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି।ଉମରକୋଟ, ରାଇଘର, ଝରିଗାଁ ଓ ଚନ୍ଦାହାଣ୍ଡିରେ ଗାଡ଼ି ଚଳାଚଳ ବନ୍ଦ ରହିଛି। ମେଡିକାଲ କଲେଜ ପ୍ରତିଷ୍ଠା, ଭୂ-ବନ୍ଦୋବସ୍ତ, ମକା ପ୍ରକ୍ରିୟାକରଣ ୟୁନିଟ୍ ସ୍ଥାପନ ଦାବି କରିଛି ମଞ୍ଚ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes