ଉଲୁଣ୍ଡାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ସୋନପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସଭାଗୃହ ଠାରେ ଆଜି ଜିଲ୍ଲାପାଳ ଅବୋଲି ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ମିଳିତ ଆନୁକୁଲ୍ୟରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି।

ଏଥିରେ ଜିଲ୍ଲାର ସମସ୍ତ ଅଧିକାରୀ ଉପସ୍ଥିତ ରହିଥିବା ବେଳେ ବହୁ ସଂଖ୍ୟକ ଜନସାଧାରଣ ଅଭିଯୋଗ ପାଇଁ ପଞ୍ଜିକରଣ କରୁଥିବା ଦେଖିବାକୁ ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes