ଏଜି-ରାଜମହଲ ରାସ୍ତା ମଝିରୁ ୨ ଲକ୍ଷ ଟଙ୍କା ଝାମ୍ପିନେଲେ ଲୁଟେରା

ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଭାଟପଡା ଅଞ୍ଚଳର ଶ୍ରବଣ ମଲ୍ଲିକ ଓ ଝୁନୁଲତା ମଲିକ ଏସବିଆଇ ମୁଖ୍ୟ କାର୍ଯ୍ୟାଳୟରୁ ୨ ଲକ୍ଷ ଉଠାଇ ଯାଉଥିବା ବେଳେ ଲୁଟର ଶିକାର ହୋଇଛନ୍ତି ।

ଏନେଇ ଦମ୍ପତି କ୍ୟାପିଟାଲ ଥାନାରେ ଅଭିଯୋଗ କରିବା ପରେ କ୍ୟାପିଟାଲ ଥାନା ପୁଲିସ ଘଟଣାର ତଦନ୍ତ କରୁଛି ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version