ଏଣିକି ସୋମବାର କୌଣସି ସରକାରୀ ବୈଠକ ହେବନି

ଏନେଇ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ।ସୋମବାର କୌଣସି ବୈଠକ ନ ରଖି ଅଭିଯୋଗ ଶୁଣାଣିକୁ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରତ୍ୟେକ ମାସର ୩ୟ ଶନିବାର ଭିତ୍ତିଭୂମି ପ୍ରକଳ୍ପର ସମୀକ୍ଷା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସରକାର।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes