ବୋରିଗୁମ୍ମା ନାଗରିକ ମଞ୍ଚ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦୋକାନ ବଜାର ବନ୍ଦ ରହିଥିବା ବେଳେ ବିଭିନ୍ନ ଶିକ୍ଷାନୁଷ୍ଠାନ, ଦୋକାନ ବଜାର ସହ ଗାଡ଼ି ଚଳାଚଳ ବନ୍ଦ ରହିଛି। ଜରୁରୀକାଳୀନ ସେବା ଓ ଅତ୍ୟାବଶ୍ୟକ ଔଷଧ ଦୋକାନ ଖୋଲା ରହିଛି।
Credible Local News of Odisha