ଏପ୍ରିଲ ୩ରୁ ନୂଆ ଶିକ୍ଷା ବର୍ଷ ପାଇଁ ଆରମ୍ଭ ହେବ ପାଠପଢ଼ା

ପାଠପଢ଼ା ଆରମ୍ଭ ନେଇ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।

ଏପ୍ରିଲ ୩ରୁ ୮ ପର୍ଯ୍ୟନ୍ତ ସବୁ ସ୍କୁଲର ଆଡମିଶନ୍ ପ୍ରକ୍ରିୟା ଚାଲିବ ବୋଲି ମନ୍ତ୍ରୀ କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes