ଏଫ୍ଏମ୍ କଲେଜ ଛାତ୍ରୀ ଆତ୍ମାହୁତି ଘଟଣାରେ ରିପୋର୍ଟ ମାଗିଲେ ରାଜ୍ୟପାଳ

ଘଟଣାକୁ ଅତ୍ୟନ୍ତ ଦୁର୍ଭାଗ୍ୟଜନକ କହିବା ସହ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ସହ କଥା ହୋଇ ବିସ୍ତୃତ ତଥ୍ୟ ମାଗିଛି କହିଛନ୍ତି ରାଜ୍ୟପାଳ। ଘଟଣାକୁ ଗୁରୁତ୍ବର ସହ ନିଆଯାଇଥିବା କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ।

ଉତ୍ତରଦାୟୀ ପାଇଁ ଆବଶ୍ୟକ ପଦକ୍ଷେପ ନିଆଯାଇଥିବା ମନ୍ତ୍ରୀ କହିଛନ୍ତି।ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଏମ୍‌ସ ନିର୍ଦ୍ଦେଶକଙ୍କ ସହ କଥା ହୋଇଛି, ଦିଲ୍ଲୀ ଏମ୍‌ସର ଏକ ସ୍ବତନ୍ତ୍ର ଟିମ୍‌ ମଧ୍ୟ ଚିକିତ୍ସାରେ ସହଯୋଗ କରୁଛି, ଛାତ୍ରୀ ଶୀଘ୍ର ସୁସ୍ଥ ହୁଅନ୍ତୁ, ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି କହିଛନ୍ତି ରାଷ୍ଟ୍ରପତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes