ଏଫ୍ଏମ୍ ଛାତ୍ରୀ ଆତ୍ମାହୁତି ଘଟଣାରେ ଆଉ ୨ ଗିରଫ

ଛାତ୍ରୀଙ୍କ ଆତ୍ମହୂତି ଘଟଣାରେ ସହଯୋଗ କରିଥିବା ଅଭିଯୋଗରେ ଦୁଇ ଜଣ ଛାତ୍ରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ। ଏହି ଦୁଇ ଛାତ୍ର ହେଲେ ଶୁଭ୍ର ସମ୍ବିତ ନାୟକ ଓ ଜ୍ୟୋତିପ୍ରକାଶ ବିଶ୍ବାଳ। ୧୪ ଦିନିଆ ବିଚାର ବିଭାଗୀୟ ହାଜତ ଗଲେ ୨ ଛାତ୍ର।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes