ଫକୀର ମୋହନ ବିଶ୍ଵବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ କାର୍ଯ୍ୟକାଳ ବୃଦ୍ଧି ହୋଇଛି। ୬ ମାସ ବୃଦ୍ଧି କରିଛନ୍ତି ରାଜ୍ୟପାଳ।
ଏନେଇ ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନୂଆ କୁଳପତି ଯୋଗ ଦେବା ପର୍ଯ୍ୟନ୍ତ କାର୍ଯ୍ୟରେ ରହିବାକୁ ବିଜ୍ଞପ୍ତିରେ ଉଲ୍ଲେଖ ଅଛି।
Credible Local News of Odisha