ବାହାରେ ପ୍ଲାଷ୍ଟିକ୍ ବୋତଲରେ ପେଟ୍ରୋଲ ବିକିଲେ କାର୍ଯ୍ୟାନୁଷ୍ଠାନ ହେବ ନେଇ ପେଟ୍ରୋଲ ପମ୍ପ୍ ସଂଘ ସହ ବୈଠକ ପରେ ଯୋଗାଣ ମନ୍ତ୍ରୀ ସୂଚନା ଦେଇଛନ୍ତି।
କାଚ ଓ ଟିଣ ବୋତଲରେ ପେଟ୍ରୋଲ ବିକ୍ରି ପାଇଁ ଅନୁମତି ମିଳିଛି। ଆଜିଠାରୁ ବିଭିନ୍ନ ପେଟ୍ରୋଲ ପମ୍ପ୍ରେ ଯାଞ୍ଚ ହେବ ନେଇ ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ହୋଇଥିବା କହିଲେ ମନ୍ତ୍ରୀ।