ଏମ୍ସ ପକ୍ଷରୁ ଉଚ୍ଚସ୍ତରୀୟ ବିଶେଷଜ୍ଞ କମିଟି ଗଠନ

ବାଲେଶ୍ବର ଏଫ୍ଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏମ୍ସ ପକ୍ଷରୁ ଉଚ୍ଚସ୍ତରୀୟ ବିଶେଷଜ୍ଞ କମିଟି ଗଠନ କରାଯାଇଛି।

୮ ଜଣ ଅଭିଜ୍ଞ ଡାକ୍ତରଙ୍କୁ ନେଇ ବିଶେଷଜ୍ଞ କମିଟି ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes