ଏସଆରସିର ଅତିରିକ୍ତ ଦାୟିତ୍ୱରେ ସତ୍ୟବ୍ରତ ସାହୁ

ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ଏବଂ ଓଡିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କୁ ସ୍ୱତନ୍ତ୍ର ରିଲିଫ କମିଶନର -ଏସଆରସି
ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଥିବା ଆଜି ଏକ ବିଜ୍ଞପ୍ତିରୁ ପ୍ରକାଶ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes