କଟକ ଏସ୍ସିବି ମେଡିକାଲ ଅଗ୍ନିକାଣ୍ଡର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି।ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଦ୍ବାରା ଆଜିଠାରୁ ତଦନ୍ତ ଆରମ୍ଭ ହେଲା। ମାର୍ଚ୍ଚ ୧୬ ତାରିଖରେ ଏସ୍ସିବି ମେଡିକାଲ୍ ଆଇସିୟୁରେ ନିଆଁ ଲାଗିଥିଲା। ଅଗ୍ନିକାଣ୍ଡରେ ୧୨ ଜଣ ରୋଗୀଙ୍କ ଜୀବନ ଯାଇଥିଲା।ସେତେବେଳେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ସରକାର।