ଏସସିବି ନିଆଁ: ତଦନ୍ତ କମିଶନଙ୍କ କାର୍ଯ୍ୟକାଳ ବୃଦ୍ଧି

ଏସସିବି ନିଆଁ ଘଟଣାରେ ବିଚାର ବିଭାଗୀୟ ତଦନ୍ତ କମିଶନଙ୍କ କାର୍ଯ୍ୟକାଳ ଜୁଲାଇ ୧୫ ତାରିଖ ଯାଏଁ କାର୍ଯ୍ୟକାଳ ବୃଦ୍ଧି କଲେ ସରକାର।

ଅବସରପ୍ରାପ୍ତ ବିଚାରପତି ଲକ୍ଷ୍ମୀଧର ବିଶ୍ୱାଳଙ୍କ ନେତୃତ୍ୱରେ ଚାଲିଛି ତଦନ୍ତ।କାର୍ଯ୍ୟକାଳ ବୃଦ୍ଧି ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ମାର୍ଚ୍ଚ ୧୬ ତାରିଖରେ SCB ମେଡିକାଲ୍ ଆଇସିୟୁରେ ନିଆଁ ଲାଗିଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes