ଏ-୧ ସଫଳତା ନେଇ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ପ୍ରଶିକ୍ଷଣ

ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ହାଇସ୍କୁଲରେ ଦଶମ ଶ୍ରେଣୀରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀମାନେ ଚଳିତ ଶିକ୍ଷାବର୍ଷରେ କିପରି ଏ-୧ରେ ସଫଳତା ଆଣିବେ ସେ ନେଇ ଆଜି ବିନିକା ହାଇସ୍କୁଲରେ ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଯାଇଛି ।

ଏଥିରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଗର୍ତ୍ତିଆ ଯୋଗଦେଇ ଉଦ୍ଘାଟନ କରିଥିଲେ ।ବିନିକା ବ୍ଲକର ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ ମାନେ ଯୋଗଦେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version