ରାସନ କାର୍ଡଧାରୀଙ୍କୁ ଓଜନ ମାପରେ ଠକୁଛନ୍ତି ଡିଲର୍। ଏ ନେଇ ୭୫ ରାସନ ଡିଲର୍ଙ୍କ ବିରୋଧରେ ଆକ୍ସନ ନେଇଛନ୍ତି ସରକାର। ଲାଇସେନ୍ସ ବାତିଲ ସହ ଜଣଙ୍କ ବିରୁଦ୍ଧରେ ଦଣ୍ଡାତ୍ମକ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଲିଖିତ ଉତ୍ତର ରଖିଛନ୍ତି।
Credible Local News of Odisha