ଓଟିଭିର ‘ଫୋର୍‌ସାଇଟ୍-୨୦୨୪’ ଅନୁଷ୍ଠିତ

ଓଡ଼ିଶାର ଏକ ଗଣମାଧ୍ୟମର ବାର୍ଷିକ ଚିନ୍ତନ କାର୍ଯ୍ୟକ୍ରମ ‘ଫୋର୍‌ସାଇଟ୍-୨୦୨୪’ ଭୁବନେଶ୍ୱରରେ ଅନୁଷ୍ଠିତ ହୋଇଛି।

ଏଥିରେ ମୁଖ୍ୟ ଅତିଥି ଭାବେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଯୋଗ ଦେଇଛନ୍ତି। ସମ୍ମାନିତ ଅତିଥି କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରୀ ପ୍ରତିମା ଭୌମିକ ଏବଂ ବହୁ ବିଶିଷ୍ଟ ବ୍ୟକ୍ତି, ବାଗ୍ମୀ, ଶିକ୍ଷାବିତ୍‌ ଉପସ୍ଥିତ ଅଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes