ଓଡ଼ିଆ କଣ୍ଠଶିଳ୍ପୀ ଦେବେଶ ପତି ଗିରଫ

ଲଭ୍, ସେକ୍ସ ଓ ଧୋକା ଅଭିଯୋଗରେ ଦେବେଶ ପତିଙ୍କୁ ଗିରଫ କଲା ନୟାପଲ୍ଲୀ ଥାନା ପୁଲିସ।

ଭଦ୍ରକର ଜଣେ ଯୁବତୀଙ୍କ ଅଭିଯୋଗ ଆଧାରରେ ଗିରଫ କରିଛି। ଯୁବତୀଙ୍କ ଠାରୁ ଦେବେଶ ଟଙ୍କା ଠକିଥିବା ମଧ୍ୟ ଅଭିଯୋଗ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes