ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ

ଲିଭର ସିରୋସିସ୍‌ରେ ପୀଡ଼ିତ ଥିବା ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ୱାଇଁଙ୍କ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ଘଟିଛି।

ଓଲିଉଡ଼ ଜଗତରେ ଅନେକ ସଫଳ ଚଳଚ୍ଚିତ୍ର ଭେଟି ଦେଇଥିଲେ ରବି ସ୍ୱାଇଁ।ଜୋର ଯାର ମୂଲକ ତାର,କି ହେବ ଶୁଆ ପୋଷିଲେ, ଉଦଣ୍ଡୀ ସୀତା ଓ ପଞ୍ଜୁରୀ ଭିତରେ ଶାରୀ ଫିଲ୍ମରେ ପ୍ରଯୋଜକ ଥିଲେ ରବି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes