ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ୍ସରେ ପୋଷ୍ଟ କରି ନବବର୍ଷ ଓ ପଣା ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଶାବାସୀଙ୍କ ଉତ୍ତମ ସ୍ବାସ୍ଥ୍ୟ ଓ ସମୃଦ୍ଧି କାମନା କରିଛନ୍ତି ପ୍ରଧାନମନ୍ତ୍ରୀ।
ନୂତନ ବର୍ଷ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ, ଆମ ସଂସ୍କୃତି ଓ ଓଡ଼ିଆ ଅସ୍ମିତା ବିଶ୍ୱ ଦରବାରରେ ଆହୁରି ଗୌରବାନ୍ୱିତ ହେଉ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।