ଓଡ଼ିଶାରେ ଆୟୁଷ୍ମାନ ଯୋଜନା ପାଇଁ ଏମ୍ଓୟୁ

ସୋମବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ବାକ୍ଷରିତ ହୋଇଛି । ଏହି ଅବସରରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ୍ ଓରାମ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ପ୍ରମୁଖ ଉପସ୍ଥିତ ଥିଲେ ।

ଏସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ‘ଆଜି ଏମୟୁ ସ୍ୱାକ୍ଷରିତ ହୋଇଥିବା ବେଳେ ଖୁବଶୀଘ୍ର ଏହା ରାଜ୍ୟରେ ଲାଗୁ ହେବ । ଓଡ଼ିଶାର ପ୍ରତି ପଞ୍ଚାୟତରେ ହେବ ଆୟୁଷ୍ମାନ ଭାରତ ମନ୍ଦିର। ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ସେବା ପହଞ୍ଚାଇବାକୁ ଲକ୍ଷ୍ୟ ରଖିଛୁ ‘।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes