ଓଡ଼ିଶାରେ କେନ୍ଦ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ

୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ଗୃହ ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ।

ସେ ଓଡ଼ିଶାରେ କେନ୍ଦ୍ରୀୟ ଯୋଜନା କାର୍ଯ୍ୟକ୍ରମ ନେଇ ସମୀକ୍ଷା କରିବେ।ଆଜି ଢେଙ୍କାନାଳ, କାଲି କଟକ ଓ କେନ୍ଦ୍ରାପଡ଼ା ଗସ୍ତ କାର୍ଯ୍ୟକ୍ରମ ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes