ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।

୫ ସଂସଦୀୟ କ୍ଷେତ୍ର ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ, ଆସିକାରେ ନିର୍ବାଚନ ହେବ। ମେ’ ୩ ଯାଏଁ ନାମାଙ୍କନ ଦାଖଲ, ମେ’ ୪ରେ ଯାଞ୍ଚ ହେବ। ମେ ୨୦ ତାରିଖରେ ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ହେବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes