ମନ୍ କି ବାତ୍ ରେ ଓଡ଼ିଶାର ବେଲପଣାକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଗ୍ରୀଷ୍ମ ପ୍ରବାହକୁ ନେଇ ସତର୍କ ରହିବାକୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେବା ସହ ଦେଶର ବିଭିନ୍ନ ସ୍ଥାନର ପାନୀୟକୁ ନେଇ ଆଲୋଚନା କଲେ।
ଓଡ଼ିଶାର ବେଲପଣା ସହ ସୁସ୍ବାଦୁ ଆମ୍ବକୁ ପ୍ରଶଂସା କରିଛନ୍ତି। ପେଟକୁ ଥଣ୍ଡା ରଖୁଥିବା ବେଲପଣା ପିଇବାକୁ ପରାମର୍ଶ ଦେଲେ ମୋଦି।