ଆଜି ଗୁରୁଦିବସ ଅବସରରେ ନୂଆଦିଲ୍ଲାରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଶିକ୍ଷକ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ଓଡ଼ିଶାର ପୁରୀ ଜିଲ୍ଲାର ଶିକ୍ଷକ ଈଶ୍ୱର ଚନ୍ଦ୍ର ନାୟକ ମଧ୍ୟ ରାଷ୍ଟ୍ରପତିଙ୍କ ଦ୍ୱାରା ସମ୍ମାନିତ ହୋଇଛନ୍ତି l
ଏହି ଅବସରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ଥିଲେ l
