ଓଡ଼ିଶାର ସବୁ ସ୍କୁଲରେ ଲାଗିବ ସିସିଟିଭି

ଏ ନେଇ ସୂଚନା ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।ଛାତ୍ରୀଙ୍କ ସୁରକ୍ଷା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି ସରକାର। ରାଜ୍ୟର ସବୁ ସ୍କୁଲରେ ଆଇସିସି ଗଠନ ପାଇଁ ନିର୍ଦ୍ଦେଶ ଦିଆଯାଇଛି କହିଛନ୍ତି ମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes