ଓଡ଼ିଶାର ୨ ଜଣଙ୍କୁ ମିଳିବ ରାଷ୍ଟ୍ରପତି ପଦକ

ବିଶିଷ୍ଟ ସେବା ପାଇଁ ଏଏସପି ରବୀନ୍ଦ୍ର ପଣ୍ଡା, କମାଣ୍ଡାଣ୍ଟ ନରେଶ ପଟେଲଙ୍କୁ ମିଳିବ ରାଷ୍ଟ୍ରପତି ପଦକ।

୧୧ ଜଣଙ୍କୁ ଉଲ୍ଲେଖନୀୟ ସେବା ପୁରସ୍କାର ପ୍ରଦାନ କରାଯିବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes