ଦିଲ୍ଲୀ ବିଜ୍ଞାନ ଭବନରେ ଜାତୀୟ ଶିକ୍ଷକ ସମ୍ମାନ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଛି। ମାଲକାନଗିରିର ବସନ୍ତ ରଣା ଓ କୋରାପୁଟର ତରୁଣ ଦାଶଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ମାଲକାନଗିରି କୋଣ୍ଡେଲ ନିୟୁ ହାଇସ୍କୁଲର ଶିକ୍ଷକ ହେଉଛନ୍ତି ବସନ୍ତ ରଣା ଏବଂ କୋରାପୁଟ ପିଏମଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟର ଶିକ୍ଷକ ହେଉଛନ୍ତି ତରୁଣ ଦାଶ।