ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ

ଘୂର୍ଣ୍ଣିବଳୟ ସକ୍ରିୟ ପ୍ରଭାବରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ଆସନ୍ତା ୨୮ ଓ ୨୯ ବେଳକୁ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା, ପରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ କାଳବୈଶାଖୀ ପ୍ରଭାବ ଜୋର ରହିବ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes