ଓଡ଼ିଶା କ୍ୟାଡରର ଜଣେ ଆଇଏଏସ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ଅନୁ ସଚିବ।

ଅଭିଯୋଗ ଆଧାରରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅଲ୍‌ ଇଣ୍ଡିଆ ସର୍ଭିସ କଣ୍ଡକ୍ଟ ରୁଲ୍ ଉଲ୍ଲଂଘନ ନେଇ ଅଭିଯୋଗ କରିଥିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ବିଜେପି ସଭାପତି ମନମୋହନ ସାମଲ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes