ଓଡ଼ିଶା ଗ୍ରୁପ-ବି କର୍ମଚାରୀ ନିଯୁକ୍ତି ଓ ସେବାସର୍ତ୍ତରେ ସଂଶୋଧନ

ଜିଏସଟି, ବାଣିଜ୍ୟ କର ଡାଟାଏଣ୍ଟ୍ରି ଅପରେଟର ନିଯୁକ୍ତି ଅଧିନିୟମ ସଂଶୋଧନ ହୋଇଛି ।

ଓଡ଼ିଶା ଖାଦ୍ୟ ପରୀକ୍ଷାଗାର କର୍ମଚାରୀ ନିଯୁକ୍ତି ଅଧିନିୟମରେ ମଧ୍ୟ ସଂଶୋଧନ କରାଯାଇଛି । ଓଏସଜିଏସ ଓ ଓଜିଏସ ସେବା ଅଧିନିୟମରେ କ୍ୟ୍ୟାବିନେଟରେ ସଂଶୋଧନ ହୋଇଛି । ଖଣି, ଭୂତତ୍ତ୍ୱ ସେବା ନିର୍ଦ୍ଦେଶାଳୟର ୫ଟି କ୍ୟାଡର ନିଯୁକ୍ତିରେ ସଂଶୋଧନ ହୋଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes