ଓଡ଼ିଶା ଜନତା କଂଗ୍ରେସ ପାର୍ଟିର ପଡ଼ିଲା ମୂଳଦୁଆ

ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ଏକ ବିରାଟ ସମାବେଶରେ ନୂଆ ଆଞ୍ଚଳିକ ଦଳ ଓଡ଼ିଶା ଜନତା କଂଗ୍ରେସ ପାର୍ଟିର ମୂଳଦୁଆ ପଡ଼ିଛି।

ମହମ୍ମଦ ମୋକିମଙ୍କ ନେତୃତ୍ବରେ ନୂଆ ଆଞ୍ଚଳିକ ଦଳର ଲୋକାର୍ପଣ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes