ବିଧାୟକ ସୌଭିକ ବିଶ୍ୱାଳଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ଏହି ଲିଖିତ ଉତ୍ତର ରଖିଛନ୍ତି। ୧୦୫ ଅନୁ ଶାସନ ସଚିବ ଓ ଗୋଟିଏ ଅତିରିକ୍ତ ଶାସନ ସଚିବ ପଦବୀ ଖାଲି ଥିବାବେଳେ ୨ ଯୁଗ୍ମ ଶାସନ ସଚିବ ଓ ୨ ଉପ ଶାସନ ସଚିବ ପଦବୀମଧ୍ୟ ଖାଲି ପଡ଼ିଛି।
୪ ଡେସ୍କ ଅଫିସର୍, ୩୬୫ ଉପ ବିଭାଗ ଅଧିକାରୀ ପଦବୀ ମଧ୍ୟ ଖାଲି ରହିଛି। ୩୪୮ ସହକାରୀ ଉପ ବିଭାଗ ଅଧିକାରୀ ପଦବୀ ମଧ୍ୟ ଖାଲି ରହିଛି।