ଓଦା ଓ ଶୁଖିଲା ଅଳିଆ ଅଲଗା ଅଲଗା ଦିଅନ୍ତୁ, ନହେଲେ ହେବ କାର୍ଯ୍ୟାନୁଷ୍ଠାନା: କମିଶନର

ଆଜି କିଛି ଏଭଳି ଭାବେ ଲୋକଙ୍କୁ କହିଛନ୍ତି ଭୁବନେଶ୍ୱର ମହାନଗର ନିଗମ କମିଶନର ବିଜୟ ଅମୃତା କୁଲାଙ୍ଗୋ ।

ଓଦା ଓ ଶୁଖିଲା ଆବର୍ଜନା ଅଲଗା ଆସୁନଥିବାରୁ ଟ୍ରିଟମେଣ୍ଟ୍ ପ୍ଲାଣ୍ଟରେ ସମସ୍ୟା ହେଉଛି । ଲୋକେ ଅଲଗା କରି ଅଳିଆ ଦିଅନ୍ତୁ । ଯେଉଁମାନେ ନିୟମ ପାଳନ କରିବେନି ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି କମିଶନର ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes