କଂଗ୍ରେସକୁ ଫେରିଲେ ଶ୍ରୀକାନ୍ତ ଜେନା

ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ଆଜି ପୁନର୍ବାର କଂଗ୍ରେସକୁ ଫେରିଛନ୍ତି l ନୂଆଦିଲ୍ଲୀ ସ୍ଥିତ ଦଳୀୟ କାର୍ଯ୍ୟକ୍ରମରେ ସେ କଂଗ୍ରେସରେ ସାମିଲ ହୋଇଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes