ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସକୁ ଫେରିଛନ୍ତି। ୨୦୧୯ରେ ବିଜେଡି ଟିକେଟରେ ସୁନ୍ଦରଗଡ଼ ସଂସଦୀୟ କ୍ଷେତ୍ରରୁ ଲଢ଼ିଥିଲେ। ସେ କାଲି ବିଜେଡିରୁ ଇସ୍ତଫା ଦେଇଥିଲେ ଏବଂ ଆଜି କଂଗ୍ରେସରେ ଯୋଗ ଦେଇଛନ୍ତି।
Credible Local News of Odisha