ଜୟରାମ ପାଙ୍ଗୀ ପିସିସି ସଭାପତିଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଛନ୍ତି। ଦଳକୁ ସମୟ ଦେଇ ପାରୁନଥିବାରୁ ଇସ୍ତଫା ଦେଇଥିବା କହିଲେ।ଦଣ୍ଡକାରଣ୍ୟ ପର୍ବତାଞ୍ଚଳ ବିକାଶ ପରିଷଦ ଗଠନ କରି ନେତୃତ୍ବ ନେଉଛନ୍ତି ଜୟରାମ।
Credible Local News of Odisha