ମୋଟ୍ ୪୧ ଜଣ କଂଗ୍ରେସ ନେତାଙ୍କ ସମୂହ ଇସ୍ତଫା ଦେଇଛନ୍ତି। ଏମାନଙ୍କ ମଧ୍ୟରେ ପୂର୍ବତନ ପିସିସି ସମ୍ପାଦକ, ପୂର୍ବତନ ମୁଖପାତ୍ର, ପୂର୍ବତନ ବ୍ଲକ ସଭାପତି ଅଛନ୍ତି। କିଛି ଯୁବ ଓ ଛାତ୍ର କର୍ମକର୍ତ୍ତା ମଧ୍ୟ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି।
Credible Local News of Odisha