କଂଗ୍ରେସ ଛାଡ଼ିଲେ ପ୍ରଶାନ୍ତ ଶତପଥୀ

କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପ୍ରଶାନ୍ତ କୁମାର ଶତପଥୀ। ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେଙ୍କ ନିକଟକୁ ପଠାଇଲେ ଇସ୍ତଫା ପତ୍ର।

ଇସ୍ତଫା ଦେବା ସହ ପିସିସି ସଭାପତିଙ୍କ ବିରୋଧରେ ରୋଷ ଝାଡ଼ିଛନ୍ତି ପ୍ରଶାନ୍ତ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes