କଂଗ୍ରେସ ଦଳରୁ ନିଲମ୍ବିତ ହେଲେ ମହମ୍ମଦ ମୋକିମ୍‌ ଓ ଚିରଞ୍ଜୀବ

କଂଗ୍ରେସ ଦଳରୁ ନିଲମ୍ବିତ ହୋଇଛନ୍ତି କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ ଓ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ।

ଦଳ ବିରୋଧୀ କାର୍ଯ୍ୟ ପାଇଁ ଏଆଇସିସି ଉଭୟଙ୍କୁ ସସ୍‌ପେଣ୍ଡ କରିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes