କଂଗ୍ରେସ ଶୋଭାଯାତ୍ରା ଅଟକାଇବା ନେଇ କର୍ମୀ-ପୁଲିସ ମୁହାଁମୁହିଁ

ଦରବୃଦ୍ଧି ଓ ବେକାରୀ ସମସ୍ୟା ପ୍ରତିବାଦରେ ଆଜି କଂଗ୍ରେସ ବିକ୍ଷୋଭ କରୁଥିବା ବେଳେ ରାଜଭବନ ଯିବା ବେଳେ ପୁଲିସ-କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି।

ପୁଲିସ କଂଗ୍ରେସ ଶୋଭାଯାତ୍ରାକୁ ଅଟକାଇବାକୁ ଚେଷ୍ଟା କରିବା ବେଳେ ଧସ୍ତାଧସ୍ତି ହୋଇଛି। ଶତାଧିକ କଂଗ୍ରେସ କର୍ମୀଙ୍କୁ ଅଟକ ରଖିଛି ପୁଲିସ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes