କଇଠଢେପା ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାରରେ ୨ ଅଟକ (ଅପଡେଟ)

ଗଜପତି ଜିଲ୍ଲା ଆର୍ ଉଦୟଗିରି ଥାନା କଇଠଢେପ ରାସ୍ତାକଡରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣାରେ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ପୁଲିସ।

ମୃତକ ହେଲେ ମାଛଘରା ଗାଁର ଠିକାଦାର କାବୁଲା ବଳିୟାରସିଂ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes